ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୮ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 6
8. Jagatsinghpur: 5
9. Jajpur: 5
10. Jharsuguda: 2
11. Kalahandi: 11
12. Kandhamal: 2
13. Kendrapada: 1
14. Khurda: 55
15. Koraput: 4
16. Mayurbhanj: 8
17. Nawarangpur: 15
18. Nayagarh: 12
19. Nuapada: 9
20. Puri: 8— I & PR Department, Odisha (@IPR_Odisha) September 9, 2022
21. Rayagada: 4
22. Sambalpur: 17
23. Sonepur: 2
24. Sundargarh: 30
25. State Pool: 11New recoveries: 248
Cumulative tested: 33301577
Positive: 1329726
Recovered: 1318798
Active cases: 1691— I & PR Department, Odisha (@IPR_Odisha) September 9, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୪୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୨୯୭୨୬ ରହିଥିବା ବେଳେ ୧୬୯୧ ଜଣ ଚିକିତ୍ସିତ ହେଉଛନ୍ତି ।