ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 10th May
New Positive Cases: 17
Of which 0-18 years: 1
In quarantine: 10
Local contacts: 7(Details of local contacts will be shared by concerned District)
1. Cuttack: 2
2. Gajapati: 5
3. Khurda: 7
4. Nayagarh: 1
5. State Pool: 2— I & PR Department, Odisha (@IPR_Odisha) May 11, 2022
New recoveries: 52
Cumulative tested: 31469318
Positive: 1288239
Recovered: 1278929
Active cases: 131— I & PR Department, Odisha (@IPR_Odisha) May 11, 2022
ରାଜ୍ୟରୁ ନୂତନ ଚିହ୍ନଟ ହେଲେ ୧୭ କରୋନା ରୋଗୀ ନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୫୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୨୩୯ ରହିଥିବା ବେଳେ ୧୩୧ ଜଣ ଚିକିତ୍ସିତ ହେଉଛନ୍ତି ।