ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 13th May
New Positive Cases: 18
Of which 0-18 years: 13
In quarantine: 5
Local contacts: 13(Details of local contacts will be shared by concerned District)
1. Cuttack: 2
2. Khurda: 1
3. Nuapada: 13
4. Rayagada: 1
5. Sundargarh: 1— I & PR Department, Odisha (@IPR_Odisha) May 14, 2022
New recoveries: 8
Cumulative tested: 31515638
Positive: 1288290
Recovered: 1278980
Active cases: 131— I & PR Department, Odisha (@IPR_Odisha) May 14, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୨୯୦ ରହିଥିବା ବେଳେ ୧୩୧ ଜଣ ଚିକିତ୍ସିତ ହେଉଛନ୍ତି ।