ଭୂବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତଙ୍କ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୬୮ କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨୯୦୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟ ରୁ ୨୬୮୮ ଟି ଆକ୍ଟିଭ କେସ ରହିଥିବା ବେଳେ ୩୨୪୩୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ କାରଣରୁ ହୋଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024