ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ସାମାନ୍ୟ ହ୍ରାସ ପାଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୯୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪୧୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪୮୨ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୩୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 149
23. Nawarangpur: 113
24. Nayagarh: 180
25. Nuapada: 189
26. Puri: 117
27. Rayagada: 101
28. Sambalpur: 138
29. Sonepur: 86
30. Sundargarh: 545
31. State Pool: 291— I & PR Department, Odisha (@IPR_Odisha) January 27, 2022
New recoveries: 10078
Cumulative tested: 27382124
Positive: 1231169
Recovered: 1152239
Active cases: 70327— I & PR Department, Odisha (@IPR_Odisha) January 27, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦୦୭୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୩୧୧୬୯ ରହିଥିବା ବେଳେ ୭୦୩୨୭ ଜଣ ଚିକିତ୍ସିତ ହେଉଛନ୍ତି ।