ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୧୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 19th June
New Positive Cases: 46
Of which 0-18 years: 1
In quarantine: 27
Local contacts: 19(Details of local contacts will be shared by concerned District)
1. Balasore: 4
2. Jharsuguda: 1
3. Khurda: 30
4. Nuapada: 1
5. Puri: 1— I & PR Department, Odisha (@IPR_Odisha) June 20, 2022
6. Rayagada: 1
7. Sundargarh: 1
8. State Pool: 7New recoveries: 18
Cumulative tested: 31958418
Positive: 1288897
Recovered: 1279451
Active cases: 267— I & PR Department, Odisha (@IPR_Odisha) June 20, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୮୯୭ ରହିଥିବା ବେଳେ ୨୬୭ ଜଣ ଚିକିତ୍ସିତ ହେଉଛନ୍ତି ।