ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ବୃଦ୍ଧି ପାଇବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୨୧୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
24. Sambalpur: 8
25. Sonepur: 1
26. Sundargarh: 49
27. State Pool: 41New recoveries: 329
Cumulative tested: 32257778
Positive: 1294585
Recovered: 1281866
Active cases: 3539— I & PR Department, Odisha (@IPR_Odisha) July 12, 2022
24. Sambalpur: 8
25. Sonepur: 1
26. Sundargarh: 49
27. State Pool: 41New recoveries: 329
Cumulative tested: 32257778
Positive: 1294585
Recovered: 1281866
Active cases: 3539— I & PR Department, Odisha (@IPR_Odisha) July 12, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୨୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୪୫୮୫ ରହିଥିବା ବେଳେ ୩୫୩୯ ଜଣ ଚିକିତ୍ସିତ ହେଉଛନ୍ତି ।