ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 1
8. Jagatsinghpur: 2
9. Jajpur: 1
10. Kalahandi: 2
11. Kandhamal: 2
12. Keonjhar: 2
13. Khurda: 20
14. Koraput: 1
15. Mayurbhanj: 3
16. Nawarangpur: 3
17. Nuapada: 6
18. Puri: 6
19. Sambalpur: 3
20. Sundargarh: 17
21. State Pool: 4— I & PR Department, Odisha (@IPR_Odisha) October 12, 2022
New recoveries: 113
Cumulative tested: 33679239
Positive: 1335153
Recovered: 1325318
Active cases: 583— I & PR Department, Odisha (@IPR_Odisha) October 12, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୧୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୫୧୫୩ ରହିଥିବା ବେଳେ ୫୮୩ ଜଣ ଚିକିତ୍ସିତ ହେଉଛନ୍ତି ।