ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୬୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୮ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 62
7. Deogarh: 2
8. Dhenkanal: 4
9. Gajapati: 4
10. Ganjam: 2
11. Jagatsinghpur: 12
12. Jajpur: 11
13. Jharsuguda: 1
14. Kalahandi: 1
15. Kendrapada: 8
16. Khurda: 180
17. Koraput: 2
18. Malkangiri: 2
19. Mayurbhanj: 17
20. Nayagarh: 5
21. Nuapada: 2
22. Puri: 8— I & PR Department, Odisha (@IPR_Odisha) October 24, 2021
23. Rayagada: 31
24. Sambalpur: 24
25. Sonepur: 1
26. Sundargarh: 5
27. State Pool: 43New recoveries: 482
Cumulative tested: 21520424
Positive: 1038411
Recovered: 1025507
Active cases: 4542— I & PR Department, Odisha (@IPR_Odisha) October 24, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୮୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୪୧୧ ରହିଥିବା ବେଳେ ୪୫୪୨ ଜଣ ଚିକିତ୍ସିତ ହେଉଛନ୍ତି ।