ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 1
8. Jagatsinghpur: 2
9. Jajpur: 8
10. Jharsuguda: 5
11. Kendrapada: 2
12. Keonjhar: 1
13. Khurda: 94
14. Mayurbhanj: 9
15. Nawarangpur: 2
16. Nayagarh: 3
17. Rayagada: 1
18. Sambalpur: 16
19. Sundargarh: 12
20. State Pool: 22— I & PR Department, Odisha (@IPR_Odisha) November 29, 2021
New recoveries: 221
Cumulative tested: 23677774
Positive: 1048880
Recovered: 1038085
Active cases: 2333— I & PR Department, Odisha (@IPR_Odisha) November 29, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୨୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୮୮୦ ରହିଥିବା ବେଳେ ୨୩୩୩ ଜଣ ଚିକିତ୍ସିତ ହେଉଛନ୍ତି ।