ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 21st April
New Positive Cases: 11
Of which 0-18 years: 2
In quarantine: 6
Local contacts: 5(Details of local contacts will be shared by concerned District)
1. Balangir: 2
2. Cuttack: 2
3. Kendrapada: 2
4. Khurda: 2
5. Sambalpur: 3— I & PR Department, Odisha (@IPR_Odisha) April 22, 2022
New recoveries: 14
Cumulative tested: 31141929
Positive: 1287979
Recovered: 1278701
Active cases: 101— I & PR Department, Odisha (@IPR_Odisha) April 22, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୯୭୯ ରହିଥିବା ବେଳେ ୧୦୧ ଜଣ ଚିକିତ୍ସିତ ହେଉଛନ୍ତି ।