ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 27th April
New Positive Cases: 7
Of which 0-18 years: 1
In quarantine: 4
Local contacts: 3(Details of local contacts will be shared by concerned District)
1. Jajpur: 1
2. Kalahandi: 1
3. Kandhamal: 1
4. Kendrapada: 1
5. Khurda: 2
6. Sambalpur: 1— I & PR Department, Odisha (@IPR_Odisha) April 28, 2022
New recoveries: 7
Cumulative tested: 31258776
Positive: 1288024
Recovered: 1278767
Active cases: 80— I & PR Department, Odisha (@IPR_Odisha) April 28, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୦୨୪ ରହିଥିବା ବେଳେ ୮୦ ଜଣ ଚିକିତ୍ସିତ ହେଉଛନ୍ତି ।