ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 11th May
New Positive Cases: 14
Of which 0-18 years: 4
In quarantine: 8
Local contacts: 6(Details of local contacts will be shared by concerned District)
1. Cuttack: 1
2. Gajapati: 2
3. Jajpur: 1
4. Kendrapada: 2
5. Khurda: 4— I & PR Department, Odisha (@IPR_Odisha) May 12, 2022
6. Nuapada: 2
7. Sambalpur: 1
8. State Pool: 1New recoveries: 10
Cumulative tested: 31485981
Positive: 1288253
Recovered: 1278939
Active cases: 135— I & PR Department, Odisha (@IPR_Odisha) May 12, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୨୫୩ ରହିଥିବା ବେଳେ ୧୩୫ ଜଣ ଚିକିତ୍ସିତ ହେଉଛନ୍ତି ।