ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ଉପରେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୫୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୭୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 4
7. Cuttack: 197
8. Deogarh: 4
9. Dhenkanal: 11
10. Gajapati: 6
11. Ganjam: 2
12. Jagatsinghpur: 42
13. Jajpur: 29
14. Jharsuguda: 1
15. Kalahandi: 7
16. Kandhamal: 4
17. Kendrapada: 27
18. Keonjhar: 15
19. Khurda: 410
20. Koraput: 3
21. Malkangiri: 10— I & PR Department, Odisha (@IPR_Odisha) August 14, 2021
22. Mayurbhanj: 40
23. Nawarangpur: 1
24. Nayagarh: 31
25. Puri: 22
26. Rayagada: 7
27. Sambalpur: 15
28. Sonepur: 1
29. Sundargarh: 23
30. State Pool: 94New recoveries: 1243
Cumulative tested: 16957359
Positive: 993507
Recovered: 975999
Active cases: 10632— I & PR Department, Odisha (@IPR_Odisha) August 14, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୨୪୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୩୫୦୭ ରହିଥିବା ବେଳେ ଏହି ରୋଗରୁ ୯୭୫୯୯୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୬୩୨ ଜଣ ଚିକିତ୍ସିତ ହେଉଛନ୍ତି ।