ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ସଂକ୍ରମଣ ତଳକୁ ଖସୁଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୫୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୪୭୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 31
7. Cuttack: 396
8. Deogarh: 22
9. Dhenkanal: 78
10. Gajapati: 27
11. Ganjam: 26
12. Jagatsinghpur: 108
13. Jajpur: 285
14. Jharsuguda: 10
15. Kalahandi: 35
16. Kandhamal: 41
17. Kendrapada: 111
18. Keonjhar: 47
19. Khurda: 553
20. Koraput: 72
21. Malkangiri: 38— I & PR Department, Odisha (@IPR_Odisha) June 19, 2021
22. Mayurbhanj: 162
23. Nawarangpur: 60
24. Nayagarh: 142
25. Nuapada: 20
26. Puri: 217
27. Rayagada: 94
28. Sambalpur: 32
29. Sonepur: 30
30. Sundargarh: 78
31. State Pool: 82New recovery: 6252
Cumulative tested: 13028817
Positive: 873925
Recovered: 829851
Active cases: 40471— I & PR Department, Odisha (@IPR_Odisha) June 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୨୫୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୩୯୨୫ ରହିଥିବା ବେଳେ ଏହି ରୋଗରୁ ୮୨୯୮୫୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୪୦୪୭୧ ଜଣ ଚିକିତ୍ସିତ ହେଉଛନ୍ତି ।