କଟକ(ଏଟିଆର ବ୍ୟୁରୋ): ଅପରାଧୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଘର ଛାଡି ଲୋକେ ବାହାରକୁ ଯିବାକୁ ବି ଡରିଲେଣି ।ପ୍ରତ୍ୟେକ ସମୟରେ କେଉଁଠି ନା କେଉଁଠି ହେଉଛି ଚୋରୀ, ଡକାୟତୀ, ମାରପିଟ । ଏହିଭଳି ଏକ ଘଟଣା କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ଚନ୍ଦ୍ରାଦେଇପୁର ଗାଁର ରେବତୀ ମଲ୍ଲଙ୍କ ଘରେ ଘଟିଛି । । ଗତକାଲି ରେବତୀଙ୍କ ଘରେ କେହି ନଥିବାର ଦେଖି, ଦୁର୍ବୃତମାନେ ଘରେ ପଶି ଲକ୍ଷାଧିକ ଟଙ୍କାର ଜିନିଷ ଚୋରି କରି ନେଇଯାଇଥିଲେ । ସକାଳେ ରେବତୀ ଘରକୁ ଆସି ଦେଖିଲା ବେଳକୁ ଝରକା କବାଟ ଭାଙ୍ଗି ଯାଇଛି ଓ ଆଲମିରା, ଆଟାଜ ମଧ୍ୟରେ ଥିବା ଅନେକ ଦାମୀ ଜିନିଷ ଚୋରୀ ହୋଇଯାଇଛି । ଏହାପରେ ସେ ସଙ୍ଗେ ସଙ୍ଗେ ପୋଲିସକୁ ଖବର କରିବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ । ପୋଲିସ୍ ସହ ସାଇଣ୍ଟିଫ୍ଖକ ଟିମ ପହଞ୍ଚି ଦୃର୍ବୁତକୁ ଧରିବା ପାଇଁ ସମସ୍ତ ପ୍ରକାରର ଉଦ୍ୟମ ଆରମ୍ଭ କରିଦେଇଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024