ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆଜି ରାଜ୍ୟରେ ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୨୩୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତଥ୍ୟ ଜାରି କରିଛନ୍ତି ରାଜ୍ୟ ସରକାର । ଆଜି ଚିହ୍ନଟ ହୋଇଥିବା ୧୪୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪୧ ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦ ଜଣ ଗୁଜୁରାଟରୁ, ୪ ଜଣ ମହାରାଷ୍ଟ୍ରରୁ, ଜଣେ ଆନ୍ଧ୍ରପ୍ରଦେଶରୁ, ୨୧ ଜଣ ଗୁଜୁରାଟ/ମହାରାଷ୍ଟ୍ରରୁ ଫେରି ହୋମ୍ କ୍ବାରେଣ୍ଟାଇନ୍ରେ ରହିଥିଲେ । ଅନ୍ୟ ୫ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
Total Positive Cases till 9 AM: 2388
Active Cases:1054
New Cases:143
In quarantine:132
Local contact case:1113 cases in Bolangir
(All in quarantine centres. 10 Maharastra, 2 Gujarat & 1 TN returnees)— I & PR Department, Odisha (@IPR_Odisha) June 3, 2020
ଜଣେ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୩ ଜଣ ଗୁଜୁରାଟରୁ, ୮ ଜଣ ତାମିଲନାଡୁରୁ, ୩ ଜଣ ତେଲେଙ୍ଗାନାରୁ ଫେରିଥିଲେ । ଅନ୍ୟ ୩ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ମହାରାଷ୍ଟ୍ରରୁ, ୨ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଛନ୍ତି ।
09 cases in Kendrapada
(All in quarantine centres. 5 Gujarat, 2 Maharastra & 2 TN returnees)08 cases in Nuapada
(All in quarantine centres. Maharashtra returnees)17 cases in Sonepur
(14 in quarantine. 3 Gujarat, 8 TN & 3 Telengana returnees. 3 local contact cases)— I & PR Department, Odisha (@IPR_Odisha) June 3, 2020
କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ଗୁଜୁରାଟରୁ, ୨ ଜଣ ମହାରାଷ୍ଟ୍ରରୁ ଏବଂ ୨ ଜଣ ତାମିଲନାଡୁରୁ ଫେରିଛନ୍ତି । ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିଲେ । ରାୟଗଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଦିଲ୍ଲୀରୁ ଫେରିଥିଲେ । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ସୁରଟ ଏବଂ ଜଣେ ଦିଲ୍ଲୀରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ ମହାରାଷ୍ଟ୍ରରୁ, ଜଣେ ତେଲେଙ୍ଗାନାରୁ ଏବଂ ଜଣେ ଦିଲ୍ଲୀରୁ ଫେରିଥିଲେ । ଦେବଗଡରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରିଥିଲେ ।
01 cases in Raygada
(In quarantine centre. Delhi returnee)41 cases in Ganjam
(36 in quarantine centres. 10 Gujarat, 4 Maharastra, 1 AP returnees. 21 returnees from Gujarat/ Maharashtra were in home quarantine. 5 local contact cases)— I & PR Department, Odisha (@IPR_Odisha) June 3, 2020
ସେହିପରି ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର ଏବଂ ଜଣେ କର୍ଣ୍ଣାଟକରୁ ଫେରିଥିଲେ । ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ତାମିଲନାଡୁରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ ।ସେହିପରି କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ତେଲେଙ୍ଗାନାରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ ।
03 cases in Khordha
(All in quarantine centres. 2 Surat & 1 Delhi returnees)08 cases in Mayurbhanj
(All in quarantine centres. 6 Maharastra, 1 Telengana & 1 Delhi returnees)01 case in Deogarh
(In quarantine centre. TN returnee)— I & PR Department, Odisha (@IPR_Odisha) June 3, 2020
ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଆନ୍ଧ୍ରପ୍ରଦେଶ, ଜଣେ ମହାରାଷ୍ଟ୍ର ଏବଂ ଜଣେ ତେଲେଙ୍ଗାନାରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ର ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ଦୁଇ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
03 cases in Angul
(All in quarantine centres. 2 M'rastra & 1 Karnataka returnees)24 cases in Balasore
(23 in quarantine centres. Local contact: 01)03 cases in Bhadrak
(All in quarantine centres. 1 TN, 1 M'rashtra & 1 WB)— I & PR Department, Odisha (@IPR_Odisha) June 3, 2020