ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଚନ ଦାସଙ୍କ ନାଁରେ ଏକ ଫେକ ଆକାଉଣ୍ଟ ଖୋଲାଯାଇଥିବାର ଦେଖିବାକୁ ମିୁଳୁଛି । ଏନେଇ ମନ୍ତ୍ରୀ ସମୀର ଦାସ ଟ୍ୱିଟର ଓ ଫେସବୁକ ମାଧ୍ୟରେ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ମନ୍ତ୍ରୀ ନିଜେ ତାଙ୍କ ଆକାଉଣ୍ଟରେ ରିଅଲ ଆଇଟି ଫଟୋ ଓ ଫେକ ଆଇଡି ଫଟୋ ପୋଷ୍ଟ କରିଛନ୍ତି ।
ମନ୍ତ୍ରୀ ସମୀରଦାସ ଫଟୋ ପୋଷ୍ଟ କରି ପୋଷ୍ଟରେ ଲେଖିଛନ୍ତି କେହି ଜଣେ ଦୁବୃର୍ତ୍ତ ମୋ ନାମେ ଫେକ ଆଇଡି ଖୋଲି ଫ୍ରେଣ୍ଟରିକ୍ୱେଷ୍ଟ ପଠାଇବା ସହିତ ଟଙ୍କା ମଧ୍ୟ ମାଗିବାର ଖବର ମେକା ପାଖକୁ ଆସୁଛି । ଦୟାକରି ଏଥିରୁ ଦୁରରେ ରୁହନ୍ତୁ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024