ଭୁବନେଶ୍ୱର (ଏଟିଆର ବ୍ୟୁରୋ): ନାଲକୋ ସିପିପି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ । ଆଜି ଅନୁଗୁଳ ଜିଲ୍ଲା ନାଲକୋ ସିପିସି ପ୍ଲାଟ ପରିସରରେ ଥିବା ୫ନମ୍ବର ୟୁନିଟରେ ନିଆଁ ଲାଗିଛି । ନିଆଁଟି ସଙ୍ଗେ ସଙ୍ଗେ ଚାରିଆଡେ ବ୍ୟାପିଯାଇଥିଲା । ଅଗ୍ନିକାଣ୍ଡ ହେବା ଦ୍ୱାରା ସେଠାରେ ଥିବା ୧୨ଟି କାପାସିଟର ବ୍ୟାଙ୍କରେ ଲାଗିଯାଇଥିଲା । ଘଟଣାସ୍ଥଳରେ ଖବର ପାଇ ନାଲକୋ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତକୁ ଆଣିଥିଲେ । ଲାଗିଥିବା ୧୨ଟି କାପାସିଟର ବ୍ୟାଙ୍କ ମଧ୍ୟରୁ ୪ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ୮ଟି ଆଂଶିକ କ୍ଷତି ହୋଇଥିଲା । ବିଦ୍ୟୁତ ସର୍ଟସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଲାଗିଥିବା ଜଣାପଡିଛି ।
ସେହିଭଳି ପାରାଦୀପ ଆଇଓସିଏଲ୍ ତୈଳ ବିଶୋଧନାଗାରାରେ ମଧ୍ୟ ଲାଗିଛି ନିଆଁ । ତୈଳ ବିଶୋଧନାଗାରାର ପଲି ପ୍ରୋପଲିନ ୟୁନିଟ ସାଇଡରେ ଲାଗିଛି ନିଆଁ । ଏହି ସମୟରେ ଲକ୍ଷାଧିକ ଟଙ୍କାର ପଲିମର ବୋଝେଇ ଟ୍ରକ ବାହାରୁଥିବା ସମୟରେ ଲାଗିଛି ନିଆଁ । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ । ନିଆଁଟି କେଉଁ କାରଣରୁ ଲାଗିଛି ତାହା ଅସ୍ପଷ୍ଟ ରହିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024