ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଆଜିଠୁ ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ । ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ହୋଇଥିବାରୁ ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ । ବୋଲ ବମ୍ ହରହର ବମ୍ ଧ୍ୱନିରେ ପ୍ରକମ୍ପିତ ହେବ ଗଗନ ପବନ । ନିଜ ନିଜ ମନସ୍କାମନା ପୂରଣ ପାଇଁ ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ ଲାଗିବ । ଦେବ ଦେବ ମହାଦେବଙ୍କ ନିକଟରେ ଜଳଲାଗି କରି ନିଜ ମନସ୍କାମନା ପୂରଣ ପାଇଁ ମାନସିକ ରଖିବେ କାଉଡିଆଙ୍କ । ଏଥିପାଇଁ ଆଜି ସକାଳୁ ସକାଳୁ ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରରେ କାଉଡିଆଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଥିଲା । ରାତିରୁ ଧାଡିରେ ଠିଆ ହୋଇ ଲିଙ୍ଗରାଜଙ୍କୁ ଜଳଲାଗି କରିଛନ୍ତି କାଉଡିଆ ।ସେଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେହିପରି ରାଜ୍ୟର ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ ଲାଗିଛି । କଟକ ଭୁବନେଶ୍ୱର ରାସ୍ତାରେ କାଉଡିଆଙ୍କ ସୁବିଧାପାଇଁ ଖାଦ୍ୟ ଓ ପାନୀୟର ବ୍ୟବସ୍ତା କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024