ପୁରୀ(ଏଟିଆର ବ୍ୟୁରୋ): ଶ୍ରୀମନ୍ଦିରରେ ପ୍ରତ୍ୟେକ ଦିନ କରାଯାଉଥିବା ଧ୍ୱଜା ପରିବର୍ତ୍ତନର ସମୟରେ କିଛି ବଦଳାଇ ଦିଆଯାଇଛି । ପ୍ରତ୍ୟେକ ଦିନ କରାଯାଉଥିବା ଏହି ଧ୍ୱଜା ପରିବର୍ତ୍ତନ ସଂନ୍ଧ୍ୟା ୫ଟାରେ ହେଉଥିବା ବେଳେ ଏବେ ଏହା ୪ଟାକୁ ପରିବର୍ତ୍ତିତ କରାଯାଇଛି ।
ଯେଉଁ ଭକ୍ତମାନେ ବାନା ବାନ୍ଧିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବାନା ସହ ଅର୍ଥ ପ୍ରଦାନ କରୁଥିଲେ । ସେମାନେ ୩ଟା ଭିତରେ ଏହା ଦେଇପାରିବେ । କାର୍ତ୍ତିକ ମାସ ହୋଇଥିବାରୁ ଅଧିକ ଭକ୍ତ ମହାପ୍ରଭୁଙ୍କର ଦର୍ଶନ ନିମନ୍ତେ ମନ୍ଦିରକୁ ଆସିବା ସହ ଶ୍ରୀମନ୍ଦିରର ଧ୍ୱଜା ପରିବତ୍ତନକୁ ଦର୍ଶନ କରିପାରିବେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024