ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଲଘୁଚାପ ପ୍ରଭାବିତ ବର୍ଷା ହେବା ଫଳରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାଫଳରେ ବନ୍ୟାର ବଡଧରଣର କ୍ଷତି ହୋଇଛି । ଚଳିତ ବର୍ଷ ବନ୍ୟା ଫଳରେ ରାଜ୍ୟରେ ୨୮୩କୋଟି ନଦୀବନ୍ଧ ଧୋଇଯାଇଛି । ବନ୍ୟାରେ ୩୮ଟି ଘାଇ ସହ ୯୯୬ କିମି ନଦୀ ବନ୍ଧ ନଷ୍ଟ ହୋଇଛି । ଜଳ ସମ୍ପଦ ସଚିବଙ୍କୁ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ କ୍ଷୟକ୍ଷତି ସମ୍ପର୍କରେ ଚିଠି ଅବଗତ କରାଇଛନ୍ତି ।
ବନ୍ୟାରେ ନଦୀ ବନ୍ଧ ଓ କେନାଲ ନଷ୍ଟ ପାଇଁ ମୋଟ ୨୮୩ କୋଟି ଟଙ୍କା କ୍ଷତି ହୋଇଛି । ନଦୀ ବନ୍ଧ ସୁଦୃଢୀକରଣର ପାଇଁ ୬୪୮ କୋଟି ଆବଶ୍ୟକ ବୋଲି ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି । ତେବେ ମୋଟ ୯୩୨ କୋଟିର ଅନୁଦାନ ପାଇଁ କେନ୍ଦ୍ର ସରକାରଙ୍କୁ ନିବେଦନ କରିବାକୁ ଉକ୍ତ ଚିଠିରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଅନୁରୋଧ କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଜରିଆରେ କେନ୍ଦ୍ରକୁ ଏନେଇ ଅନୁରୋଧ କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024