କନ୍ଧମାଳ(ଏଟିଆର ବ୍ୟୁରୋ): କନ୍ଧମାଳ- କଳାହାଣ୍ଡି ସୀମାନ୍ତ ଜଙ୍ଗଲରେ ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି ୪ ଜଣ ମାଓବାଦୀ ।ସୀମାନ୍ତ ଧୁସେରି ଜଙ୍ଗଲରେ ଓଡିଶା ପୁଲିସର ଏସଓଜି ଏବଂ ଡିଭିଏଫ ଯବାନ-ସିପିଆଇ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଜଣାପଡିଛି ।ବେଲଘର ପୁଲିସ ଷ୍ଟେସନ ଅଧୀନରେ ଥିବା ଭଣ୍ଡରଙ୍ଗୀ ପଞ୍ଚାୟତ ଅଂଚଳରେ ଏହି ଏନକାଉଣ୍ଟର ଘଟିଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ହୋଇଥିବା ଏହି ଏନକାଉଣ୍ଟରରେ ୪ ଜଣ ମାଓବାଦୀ ମୃତ୍ୟୁବରଣ କରିଥିବାବେଳେ ଜଣେ ଯବାନ ଆହତ ହୋଇଛନ୍ତି । ଏହା ସହ ଏବେ ବି ସିର୍କି ଏବଂ ଗୁମ ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ଜଣାପଡ଼ିଛି ।କଳାହାଣ୍ଡି ଏସପି ଶ୍ରୀ ବତ୍ତୁଲା ଗଙ୍ଗାଧର, ଏହି ସୂଚନା ଦେଇଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024