ପୁରୀ (ଏଟିଆର ବ୍ୟୁରୋ): ଆଜିଠୁ ବାହାର ଜିଲ୍ଲା ଲୋକଙ୍କୁ ପୁରୀ ସ୍ୱର୍ଗଦ୍ୱାରରେ ଶବ ସତ୍କାର ପାଇଁ ଅନୁମତି ରହିଛି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ହେବା ପରେ ପୁରୀ ଜିଲ୍ଲା ପ୍ରଶାସନ କଟକଣା କୋହଳ କରି ସ୍ୱର୍ଗଦ୍ୱାରରେ ଶବ ସତ୍କାର ପାଇଁ ଅନୁମତି ଦେଇଛି । କିନ୍ତୁ ଅନ୍ତିମ ସଂସ୍କାର ବେଳେ କୋଭିଡ ନିୟମ ମାନିବା ବାଧ୍ୟତାମୂଳକ ଏବଂ କୋଭିଡ ନେଗେଟିଭ ରିପୋର୍ଟ ଦେଖାଇ କରିପାରିବେ ଶବ ଶକ୍ରାର ।
ଶବ ସତ୍କାର ସମୟରେ କେବଳ ୧୦ ଜଣ ଲୋକ ରହିପାରିବେ । ତାଠାରୁ ଅଧିକ ଲୋକଙ୍କୁ ଅନୁମତି ନାହିଁ । ଏହାସହିତ ସମସ୍ତେ ମାସ୍କ ପିନ୍ଧିବେ ଏବଂ ସାମାଜିକ ଦୂରତା ବଜାୟ ରଖିବେ । ସେହିପରି ଶନିବାର ଏବଂ ରବିବାର ସଟଡାଉନ ଥିବା ସତ୍ୱେ ଶବ ସତ୍କାର କରି ପାରିବେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024