ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରୁ ଆଜି ଗଞ୍ଜେଇ ଜବତ ହୋଇଛି । ଭୁବନେଶ୍ୱର ସ୍ଥିତ ଭରତପୁର ବସ୍ତିରୁ ଅବକାରୀ ବିଭାଗ ପକ୍ଷରୁ ଗଞ୍ଜେଇ ଜବତ ହୋଇଛି । ଖବର ଅନୁଯାୟୀ, ଭରତପୁରର ଏକ ବସ୍ତିରୁ ପ୍ରାୟ ୮୫କିଲୋର ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ । ସ୍ଥାନୀୟ ଅଞ୍ଚଳରେ ଅଚାନତ ଚଢାଉ କରି ଗଞ୍ଜେଇ ସହ ଏକ ବୋଲେରୋ ଗାଡ଼ି ମଧ୍ୟ ଜବତ କରିଛି ଅବକାରୀ ବିଭାଗ । ତେବେ ଦିନକୁ ଦିନ ରାଜଧାନୀରେ ବଢିବାକୁ ଲାଗିଛି ଚୋରା ଗଞ୍ଜେଇ କାରବାର । କିଛି ଦିନ ତଳେ ବିଭିନ୍ନ ଅଞ୍ଚଳରୁ ମଧ୍ୟ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି କିନ୍ତୁ ଏବେ ଖୋଦ୍ ରାଜଧାନୀରୁ ଏତେ ପରିମାଣର ଗଞ୍ଜେଇ ଜବତ ପାଇଁ ସ୍ଥାନୀୟ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି । ରାଜ୍ୟରେ ବର୍ତ୍ତମାନ ଗଞ୍ଜେଇ ଚୋରା ବେପାର ବଢିବାକୁ ଲାଗିଛି । ଏହା ପାଇଁ କୌଣସି କଡା ପଦକ୍ଷପେ ମଧ୍ୟ ନିଆଯାଉ ନାହିଁ । ତେବେ ପ୍ରଶାସନ ଏହି ଚୋରା ବେପାରର ଅନୁସନ୍ଧାନ କରୁଛି ଓ ଆଗକୁ ଏହାକୁ ନେଇ ବଡ ନିଷ୍ପତି ମଧ୍ୟ ନିଆଯିବ ବୋଲି ସୂଚନା ମିଳିଛି ।
JUST IN
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024
-
ପ୍ରକାଶ ପାଇଲା ଜେଇଇ ମେନ୍ ପେପର-୧ ପରୀକ୍ଷା ଫଳ | 25 Apr 2024
-
ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | 24 Apr 2024
-
ଦିନ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 24 Apr 2024