ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଆସନ୍ତା ୨୬ ତାରିଖରେ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ଗଣେଶୀ ଲାଲ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ।
ସେହିପରି କଟକରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ପୁରୀରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ , ଅନୁଗୁଳ ରେ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ , କଳାହାଣ୍ଡିରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ଗଞ୍ଜାମରେ ପଦ୍ମନାଭ ବେହେରା, ବାଲେଶ୍ବରରେ ପ୍ରତାପ ଜେନା, ରାୟଗଡ଼ାରେ ଅରୁଣ କୁମାର ସାହୁ, କନ୍ଧମାଳରେ ସୁଦାମ ମାର୍ଣ୍ଡି, ମୟୂରଭଞ୍ଜରେ ସୁଶାନ୍ତ ସିଂହ, ବରଗଡ଼ରେ ନବ କିଶୋର ଦାସ, ସମ୍ବଲପୁରରେ ଟୁକୁନି ସାହୁ, ନୟାଗଡ଼ରେ ଜଗନ୍ନାଥ ସାରକା, କେନ୍ଦୁଝରରେ ଦିବ୍ୟଶଙ୍କର ମିଶ୍ର, ଯାଜପୁରରେ ଅଶୋକ ଚନ୍ଦ୍ର ପଣ୍ଡା, ବଲାଙ୍ଗୀରରେ ସମୀର ରଞ୍ଜନ ଦାଶ, ପତାକା ଉତ୍ତୋଳନ କରିବେ ।