ଭୁବନେଶ୍ୱର (ଏଟିଆର ବ୍ୟୁରୋ): କରୋନା ମହାମାରୀ ବେଳେ ଦେଶର ଅର୍ଥନୀତି ରେ ସୁଧାର ଆଣିବେ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମ । କେନ୍ଦ୍ର ୧ହଜାରରୁ କମ୍ କର୍ମଚାରୀ ଥିବା ସଂସ୍ଥା ରେ ୨୪% ଇପିଏଫ ଦେବ ବୋଲି କହିଛି ।ଯେଉଁମାନଙ୍କର ପୂର୍ବରୁ ଇପିଏଫ ସହଯୋଡ଼ି ହୋଇନଥିଲେ ଏବଂ ଯାହାର ଦରମା ୧୫ ହଜାରରୁ କମ୍ ରହିଛି ସେମାନେ ଏହି ଯୋଜନାରେ ଅଧିକ ଲାଭବାନ ହେବେ । ଅଗଷ୍ଟ ଠାରୁ ସେପ୍ଟେମ୍ବର ମାସ ପଯ୍ୟର୍ନ୍ତ ଯେଉଁମାନେ ଚାକିରି ରେ ଯୋଗ ଦେଇନଥିଲେ କିନ୍ତୁ ପରେ ପିଏଫ ସହ ଯୋଡ଼ି ହୋଇଥିଲେ ସେମାନେ ମଧ୍ୟ ଲାଭବାନ ହେବେ । ଜୁନ ୩୦, ୨୦୨୧ ରେ ଏହି ନିୟମ କାର୍ଯ୍ୟକାରୀ ହେବ । ଏହି ନିୟମ ଆଗାମୀ ୨ବର୍ଷ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସୀତାରାମ କହିଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024