ଭୁବନେଶ୍ୱର (ଏଟିଆର ବ୍ୟୁରୋ): କରୋନା ମହାମାରୀ ବେଳେ ଦେଶର ଅର୍ଥନୀତି ରେ ସୁଧାର ଆଣିବେ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମ । କେନ୍ଦ୍ର ୧ହଜାରରୁ କମ୍ କର୍ମଚାରୀ ଥିବା ସଂସ୍ଥା ରେ ୨୪% ଇପିଏଫ ଦେବ ବୋଲି କହିଛି ।ଯେଉଁମାନଙ୍କର ପୂର୍ବରୁ ଇପିଏଫ ସହଯୋଡ଼ି ହୋଇନଥିଲେ ଏବଂ ଯାହାର ଦରମା ୧୫ ହଜାରରୁ କମ୍ ରହିଛି ସେମାନେ ଏହି ଯୋଜନାରେ ଅଧିକ ଲାଭବାନ ହେବେ । ଅଗଷ୍ଟ ଠାରୁ ସେପ୍ଟେମ୍ବର ମାସ ପଯ୍ୟର୍ନ୍ତ ଯେଉଁମାନେ ଚାକିରି ରେ ଯୋଗ ଦେଇନଥିଲେ କିନ୍ତୁ ପରେ ପିଏଫ ସହ ଯୋଡ଼ି ହୋଇଥିଲେ ସେମାନେ ମଧ୍ୟ ଲାଭବାନ ହେବେ । ଜୁନ ୩୦, ୨୦୨୧ ରେ ଏହି ନିୟମ କାର୍ଯ୍ୟକାରୀ ହେବ । ଏହି ନିୟମ ଆଗାମୀ ୨ବର୍ଷ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସୀତାରାମ କହିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024