ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ କିଛି ଦିନ ହେବ ଶୀତର ପ୍ରଭାବ ବଢିବାରେ ଲାଗିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଶୀତର ତାପମାତ୍ରା ୪ ରୁ ୫ ଡିଗ୍ରୀ ରହିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହିତ ଯୋଗୁ ଶୀତ ବଢିବ ଯାହାଫଳରେ କିଛି କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ ।
ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ନୂଆ ବର୍ଷ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ପର୍ଯ୍ୟନ୍ତ ଖସିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟା ତଥା କଟକ, ଯାଜପୁର , ଢେଙ୍କାନାଳ , ବୈାଦ୍ଧ , ନଆଗଡ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ ।
ଦାରିଙ୍ଗବାଡି ଠାରେ ସର୍ବନିମ୍ନ ତାପମାତ୍ରା ୧୨ .୫ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଗଜପତି ରେ ମଧ୍ୟ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତର ଲହରୀ ଜାରି ରହିବ । ରାଜ୍ୟରେ ୨୦ ତାରିଖ ଆଡକୁ ଜିଛି ସ୍ଥାନରେ କୁହୁୂଡି ହେବାର ସମ୍ଭାବନା ରହିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024