ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ କିଛି ଦିନ ହେବ ଶୀତର ପ୍ରଭାବ ବଢିବାରେ ଲାଗିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଶୀତର ତାପମାତ୍ରା ୪ ରୁ ୫ ଡିଗ୍ରୀ ରହିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହିତ ଯୋଗୁ ଶୀତ ବଢିବ ଯାହାଫଳରେ କିଛି କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ ।
ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ନୂଆ ବର୍ଷ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ପର୍ଯ୍ୟନ୍ତ ଖସିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟା ତଥା କଟକ, ଯାଜପୁର , ଢେଙ୍କାନାଳ , ବୈାଦ୍ଧ , ନଆଗଡ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ ।
ଦାରିଙ୍ଗବାଡି ଠାରେ ସର୍ବନିମ୍ନ ତାପମାତ୍ରା ୧୨ .୫ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଗଜପତି ରେ ମଧ୍ୟ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତର ଲହରୀ ଜାରି ରହିବ । ରାଜ୍ୟରେ ୨୦ ତାରିଖ ଆଡକୁ ଜିଛି ସ୍ଥାନରେ କୁହୁୂଡି ହେବାର ସମ୍ଭାବନା ରହିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024