ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ବର୍ଷା ପରିମାଣ କମ ରହିଛି । ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯିବା ସହ ମାଲକାନଗିରି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ପରିମାଣର ବର୍ଷା ହେବା ସହ ବର୍ଜପାତ କରିବାର ସମ୍ଭାବନା ରହିଛି ।
ତେବେ ଆସନ୍ତା ୨୪ଘଣ୍ଟା ପାଇଁ ୬ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡିକ ହେଲା, ବରଗଡ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ରହିଛି । ତେବେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଝଡିତୋଫାନ ହେବାର ସମ୍ଭାବନା ରହିଛି । ଅନ୍ୟପଟେ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024