ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ବର୍ଷା ପରିମାଣ କମ ରହିଛି । ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯିବା ସହ ମାଲକାନଗିରି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ପରିମାଣର ବର୍ଷା ହେବା ସହ ବର୍ଜପାତ କରିବାର ସମ୍ଭାବନା ରହିଛି ।
ତେବେ ଆସନ୍ତା ୨୪ଘଣ୍ଟା ପାଇଁ ୬ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡିକ ହେଲା, ବରଗଡ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ରହିଛି । ତେବେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଝଡିତୋଫାନ ହେବାର ସମ୍ଭାବନା ରହିଛି । ଅନ୍ୟପଟେ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024