ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସନ୍ତାକାଲି ଠାରୁ ରାଜ୍ୟରେ ଆଉ ଏକ ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣି ପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସୂଚନାନୁଯାୟୀ ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଛି । ଯାହାର ପ୍ରଭାବରେ କାଲି ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ତେବେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ଏହାସହ ଦକ୍ଷିଣ ଓଡିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ପରିମାଣର ବର୍ଷା ହେବ । ସେହି ସବୁ ଜିଲ୍ଲା ଗୁଡିକ ହେଲା, ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ପୁରୀ, ଯାଜପୁର, କଟକ,କେନ୍ଦୁଝର, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ ମୟୂରଭଞ୍ଜ ।
ତେବେ ଏହି ସବୁ ଜିଲ୍ଲାଗୁଡିକ ପାଇଁ ପାଣିପାଜ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟରେ ଅଗଷ୍ଟ ମାସରେ ୨୭ପ୍ରତିଶତ ଅଧିକ ବର୍ଷା ହୋଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024