ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜିଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ । ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆନ୍ଧ୍ର ଉପକୂରେ ଲଘୁଚାପ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଦକ୍ଷିଣ ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ବ୍ୟତିତ ମାଲକାନଗିରି , କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ଏବଂ ଏହିସବୁ ଜିଲ୍ଲାଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି ।
ସେହିପରି ଗଜପତି, ରାୟଗଡା, କଳାହାଣ୍ଡି ଏବଂ ନୂଆପଡା ପାଇଁ ୟେଲୋ ୱାର୍ଣ୍ଣ ଜାରି କରିଛି ପାଣିପାଗ ବିଭାଗ । ଆଜି ଏବଂ ଆସନ୍ତାକାଲି ଏସବୁ ଜିଲ୍ଲାରେ ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ଏତତ ବ୍ୟତିତ ଏହିସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ଦୃଷ୍ଟି ରଖିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024