ସମ୍ବଲପୁର (ଏଟିଆର ବ୍ୟୁରୋ): ଖୋଲିଲା ହୀରାକୁଦ ଜଳାଭଣ୍ଡାରର ଆଉ ୪ ଟି ଗେଟ୍ । ଏହାକୁ ମିଶାଇ ମୋଟ୍ ୧୨ ଟି ଗେଟ୍ ଖୋଲିଛି । ୧୨ ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସିତ । ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ଯୋଗୁଁ ଗେଟ୍ ଆଉ ୪ଟି ଗେଟ୍ ଖୋଲିବାକୁ ନିଷ୍ପତି ନିଆଯାଇଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୧୫୦୦୦୦ ହଜାର ଘନଫୁଟ ଜଳ ନିଷ୍କାସିତ ହେଉଛି ।
JUST IN
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024