ଯାଜପୁର ରେ ଲଗାତାର ଭାବେ କରୋନା ସଂକ୍ରମିତ ସଂଖ୍ୟା ବଢୁଥିବା ବେଳେ ପୁଣି ଯାଜପୁରକୁ ଆସନ୍ତା 27 ତାରିଖରୁ 29 ତାରିଖ ପର୍ଯ୍ୟନ୍ତ ପୁଣି ଯାଜପୁରର ପୌରପାଳିକା ସମେତ ଯାଜପୁର, ଦଶରଥପୁର, ବିଂଝାରପୁର, କୋରେଇ ବ୍ଲକକୁ ସଟଡାଉନ କରାଯାଇଛି । ଏହି ସମୟ ମଧ୍ୟରେ ଲୋକମାନେ ଘରୁ ନବାହାରିବା ପାଇଁ ପ୍ରଶାସନ ପକ୍ଷରୁ ଅପିଲ କରାଯାଇଛି। ଜରୁରୀକାଳୀନ ସେବାକୁ ଛାଡ଼ି ଅନ୍ୟ ସମସ୍ତ ଚଳପ୍ରଚଳ ବନ୍ଦ ରହିବ। ଆସନ୍ତାକାଲି ଅପରାହ୍ନ 12 ଟାରୁ 29 ତାରିଖ ସନ୍ଧ୍ୟା 6 ଟା ପର୍ଯ୍ୟନ୍ତ ସଟ ଡାଉନ କରାଯିବ। ଏହାର ମୁଖ୍ୟ କାରଣ ହେଉଛି କ୍ୱାରେଣ୍ଟିନ ରେ ରହୁଥିବା ବ୍ୟକ୍ତି ମାନଙ୍କ ନମୁନା ସଂଗ୍ରହକୁ ତ୍ୱରାନ୍ୱିତ କରାଯିବ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024