କଟକ (ଏଟିଆର ବ୍ୟୁରୋ) ; ଆଇନଜୀବି ଦେବୀ ପ୍ରସାଦ ପଟ୍ଟନାୟକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ କାରଣରୁ ହୋଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି । ମାଡ ମାରିଥିବା ଅଭିଯୁକ୍ତ ପୋଲିସକୁ ଗିରଫ ଦାବୀରେ ଅଗଷ୍ଟ ୨୯ରୁ ଆରମ୍ଭ ହୋଇଥିଲା ଆଇନଜୀବି ମାନେ ଅଡି ବସିଛନ୍ତି । ଆଉ ତିନି ଦିନ ପରେ ଏହି ଆନ୍ଦୋଳନକୁ ଦୁଇ ମାସ ପୁରିବ । ଆଇନଜୀବିଙ୍କ କୋର୍ଟ ବର୍ଜନ ପାଇଁ ହାଇକୋର୍ଟ,କ୍ୟାଟ,ସାର୍ଟ,ଡିଆଟି ଏବଂ ବିଭିନ୍ନ ଜିଲ୍ଲା ଅଦାଲତର କାର୍ଯ୍ୟ ବନ୍ଦ ରହିଛି । ଆଜି ଅପରାହ୍ନରେ ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହି ବୈଠକରେ ଆଇନଜୀବିଙ୍କ କାର୍ଯ୍ୟପନ୍ଥା ସମ୍ପର୍କରେ ନିଷ୍ପତ୍ତି ନିଆଯିବ ।ତେବେ ନିଜ ଜିଦିରେ ଅଟଳଥିବା ଆଇନଜୀବିଙ୍କ ପାଇଁ କଣ ନିଷ୍ପତ୍ତି ନିଆଯିବ ଏହା ଉପରେ ସମସ୍ତଙ୍କ ନଜର ରହିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024