କଟକ (ଏଟିଆର ବ୍ୟୁରୋ) ; ଆଇନଜୀବି ଦେବୀ ପ୍ରସାଦ ପଟ୍ଟନାୟକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ କାରଣରୁ ହୋଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି । ମାଡ ମାରିଥିବା ଅଭିଯୁକ୍ତ ପୋଲିସକୁ ଗିରଫ ଦାବୀରେ ଅଗଷ୍ଟ ୨୯ରୁ ଆରମ୍ଭ ହୋଇଥିଲା ଆଇନଜୀବି ମାନେ ଅଡି ବସିଛନ୍ତି । ଆଉ ତିନି ଦିନ ପରେ ଏହି ଆନ୍ଦୋଳନକୁ ଦୁଇ ମାସ ପୁରିବ । ଆଇନଜୀବିଙ୍କ କୋର୍ଟ ବର୍ଜନ ପାଇଁ ହାଇକୋର୍ଟ,କ୍ୟାଟ,ସାର୍ଟ,ଡିଆଟି ଏବଂ ବିଭିନ୍ନ ଜିଲ୍ଲା ଅଦାଲତର କାର୍ଯ୍ୟ ବନ୍ଦ ରହିଛି । ଆଜି ଅପରାହ୍ନରେ ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହି ବୈଠକରେ ଆଇନଜୀବିଙ୍କ କାର୍ଯ୍ୟପନ୍ଥା ସମ୍ପର୍କରେ ନିଷ୍ପତ୍ତି ନିଆଯିବ ।ତେବେ ନିଜ ଜିଦିରେ ଅଟଳଥିବା ଆଇନଜୀବିଙ୍କ ପାଇଁ କଣ ନିଷ୍ପତ୍ତି ନିଆଯିବ ଏହା ଉପରେ ସମସ୍ତଙ୍କ ନଜର ରହିଛି ।
JUST IN
-
ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | 24 Apr 2024
-
ଦିନ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 24 Apr 2024
-
ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ଆରମ୍ଭ ପ୍ରସ୍ତୁତି | 23 Apr 2024
-
ମା’ ମଙ୍ଗଳାଙ୍କ ପୀଠରେ ଝାମୁଯାତ୍ରା, ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଉଛନ୍ତି ମା’ | 23 Apr 2024
-
ଦିନ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ବାଲେଶ୍ୱର ଉତ୍ତପ୍ତ ସହର | 23 Apr 2024
-
୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି | 22 Apr 2024
-
ଆଜି ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେଡି | 22 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 22 Apr 2024
-
ଆକାଶରୁ ବର୍ଷୁଛି ନିଆଁ, ଅସ୍ତବ୍ୟସ୍ତ ଜନଜୀବନ | 22 Apr 2024
-
ଆଜିଠୁ ୩ଦିନ ସକାଳୁଆ ସ୍କୁଲ | 22 Apr 2024
-
ଏପ୍ରିଲ ୨୫ ରୁ ଗ୍ରୀଷ୍ମ ଛୁଟି ଘୋଷଣା, ୨୨ ରୁ ୨୪ ସକାଳୁଆ ସ୍କୁଲ | 21 Apr 2024
-
ବଢି ଚାଲିଛି ଦର,ନଜର ପକାନ୍ତୁ ଆଜିର ସୁନା ଦର ଉପରେ | 21 Apr 2024