ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ରାଜ୍ୟରେ ପୁଣି ଏ ଲଘୁଚାପ ସୃଷ୍ଟି ହୋଇଛି । କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
ଲଘୁଚାପ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ମାଲକାନଗିରି, କୋରାପୁଟ ଆଦି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହସହ ରାୟଗଡା, ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡା, ଖୋର୍ଦ୍ଧା , କଟକ ଏବଂ ମୟୂରଭଞ୍ଜର କିଛି ସ୍ଥାନରେ ଘଡଘଡି ସହ ସାନ୍ୟ ବର୍ଷାର ସମ୍ଭାବନା ରହିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024