ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ଼ରେ ସରକାର ନିଜର ଅଂଶଧନ ବିକ୍ରି କରିବାକୁ ଯାଉଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ କହିଥିଲେ ଯେ ବିପିସିଏଲର ଘରୋଇକରଣ ପରେ ମଧ୍ୟ ଉପଭୋକ୍ତାଙ୍କୁ ଗ୍ୟାସ ସବସିଡି ମିଳିବ। ତୈଳ ବିତରଣ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେସନ), ବିପିସିଏଲ ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ଼ ଉପଭୋକ୍ତାଙ୍କୁ ସବସିଡିରେ ଗ୍ୟାସ ଯୋଗାଇଥାଏ।
ସମସ୍ତ ଭେରିଫାଏଡ ଗ୍ରାହକଙ୍କୁ ଡିଜିଟାଲ ତରିକାରେ ଏଲପିଜି ସବସିଡି ଗ୍ୟାସ ଦିଆଯାଇଥାଏ। ବିନିଯୋଗ ପରେ ମଧ୍ୟ ବିପିସିଏଲ ଉପଭୋକ୍ତାଙ୍କ ପାଇଁ ଏଲପିଜି ସବସିଡି ପୂର୍ବ ଭଳି ଜାରି ରହିବ। ସରକାର ବିପିସିଏଲରେ ପ୍ରବନ୍ଧନ ନିୟନ୍ତ୍ରଣ ସହ ନିଜର ୫୩ ପ୍ରତିଶତ ଅଂଶଧନ ବିକ୍ରି କରୁଛି।
କେନ୍ଦ୍ର ସରକାର ଗୋଟିଏ ବର୍ଷରେ ପ୍ରତ୍ୟେକ ଘରେ ୧୪.୨ କିଲୋର ୧୨ଟି ଗ୍ୟାସ ସିଲିଣ୍ଡର ସବସିଡି ଦରରେ ଦେଇଥାନ୍ତି। ଏହି ସବସିଡି ସିଧା ଉପଭୋକ୍ତାଙ୍କ ବ୍ୟାଙ୍କ ଖାତାକୁ ଯାଇଥାଏ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024