ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମାଟ୍ରିକ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୪ରୁ ଆରମ୍ଭ ହୋଇ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ତେବେ ଏବର୍ଷ ୨୨,୬୪୯ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଉଥିବା ବେଳେ ୧୨,୯୩୯ଜଣ ଓପନ ସ୍କୁଲର ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ଅନ୍ୟପଟେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ନିମନ୍ତେ ୧୫୩ଟି କେନ୍ଦ୍ର କରାଯାଇଥିବା ବେଳେ ୮୮ଟି ଓପନ ସ୍କୁଲ ପାଇଁ ପରୀକ୍ଷା କେନ୍ଦ୍ର ହୋଇଛି ।
ମହାମାରୀ କରୋନା ରାଜ୍ୟରେ ନିଜର କାୟା ବିସ୍ତାର କରିଚାଲଇଥିବାରୁ ପରୀକ୍ଷାଥିୀମାନେ ଯେପରି ସଂକ୍ରମିତ ନହେବେ ସେଥି ନିମନ୍ତେ ପରୀକ୍ଷା କେନ୍ଦ୍ର ଗୁଡିକୁ ସାନିଟାଇଜ କରାଯିବା ସହ କିପରି ସାମାଜିକ ଦୂରତା ପାଳନ କରାଯାଇପାରିବ ସେଥିପାଇର୍ ବ୍ୟବସ୍ଥା କରାଯାଇଥିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024