ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମାଟ୍ରିକ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୪ରୁ ଆରମ୍ଭ ହୋଇ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ତେବେ ଏବର୍ଷ ୨୨,୬୪୯ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଉଥିବା ବେଳେ ୧୨,୯୩୯ଜଣ ଓପନ ସ୍କୁଲର ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ଅନ୍ୟପଟେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ନିମନ୍ତେ ୧୫୩ଟି କେନ୍ଦ୍ର କରାଯାଇଥିବା ବେଳେ ୮୮ଟି ଓପନ ସ୍କୁଲ ପାଇଁ ପରୀକ୍ଷା କେନ୍ଦ୍ର ହୋଇଛି ।
ମହାମାରୀ କରୋନା ରାଜ୍ୟରେ ନିଜର କାୟା ବିସ୍ତାର କରିଚାଲଇଥିବାରୁ ପରୀକ୍ଷାଥିୀମାନେ ଯେପରି ସଂକ୍ରମିତ ନହେବେ ସେଥି ନିମନ୍ତେ ପରୀକ୍ଷା କେନ୍ଦ୍ର ଗୁଡିକୁ ସାନିଟାଇଜ କରାଯିବା ସହ କିପରି ସାମାଜିକ ଦୂରତା ପାଳନ କରାଯାଇପାରିବ ସେଥିପାଇର୍ ବ୍ୟବସ୍ଥା କରାଯାଇଥିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024