ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶାରୁ ଗଡିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି । ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନା କରାଯାଇଛି । ଏହାସହିତ ୧୦ ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ହୋଇଛି ।
ଶନିବାରକୁ ଛାଡି ସବୁଦିନ ଗଡିବ ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ।