ନବରଙ୍ଗପୁର (ଏଟିଆର ବ୍ୟୁରୋ): କରୋନା ସଂକ୍ରମିତ ହୋଇଛନ୍ତି ନବରଙ୍ଗପୁର ସାଂସଦ ରମେଶ ମାଝୀା ସେ ଏହା ଟ୍ୱିଟ କରି ଜଣାଇଛନ୍ତି । ନିଜେ ପଜିଟିଭ ଆସିବା ପରେ ସେ ହୋମ ଆଇସୋଲେସନରେ ରହିଥିବା ଜଣାଇବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି । ତାଙ୍କର ପ୍ରଥମେ ସାଧାରଣ ଭାବେ ଥଣ୍ଡା ହୋଇଥିଲା ପରେ ଜ୍ୱର ହେବାରୁ ସେ ଟେଷ୍ଟ କରାଇଥିଲେ , ଏହା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା ।
ଗତକାଲି ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିଲେ । ଏଯାଏ ରାଜ୍ୟରେ ୧୭ ବିଧାୟକ ପଜିଟିଭ ଅଛନ୍ତି, ସେମାନଙ୍କ ମଧ୍ୟରେ ୩ ମନ୍ତ୍ରୀ ଅରୁଣ ସାହୁ, ସୁଶାନ୍ତ ସିଂ, ପଦ୍ମିନୀ ଦିଆନ ଅଛନ୍ତି ଏବଂ ୩ ସାଂସଦ ମଧ୍ୟ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଛନ୍ତି । ଅନେକ ଭଲ ହୋଇ କାର୍ଯ୍ୟ ମଧ୍ୟ କରୁଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024