ନବରଙ୍ଗପୁର (ଏଟିଆର ବ୍ୟୁରୋ): କରୋନା ସଂକ୍ରମିତ ହୋଇଛନ୍ତି ନବରଙ୍ଗପୁର ସାଂସଦ ରମେଶ ମାଝୀା ସେ ଏହା ଟ୍ୱିଟ କରି ଜଣାଇଛନ୍ତି । ନିଜେ ପଜିଟିଭ ଆସିବା ପରେ ସେ ହୋମ ଆଇସୋଲେସନରେ ରହିଥିବା ଜଣାଇବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି । ତାଙ୍କର ପ୍ରଥମେ ସାଧାରଣ ଭାବେ ଥଣ୍ଡା ହୋଇଥିଲା ପରେ ଜ୍ୱର ହେବାରୁ ସେ ଟେଷ୍ଟ କରାଇଥିଲେ , ଏହା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା ।
ଗତକାଲି ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିଲେ । ଏଯାଏ ରାଜ୍ୟରେ ୧୭ ବିଧାୟକ ପଜିଟିଭ ଅଛନ୍ତି, ସେମାନଙ୍କ ମଧ୍ୟରେ ୩ ମନ୍ତ୍ରୀ ଅରୁଣ ସାହୁ, ସୁଶାନ୍ତ ସିଂ, ପଦ୍ମିନୀ ଦିଆନ ଅଛନ୍ତି ଏବଂ ୩ ସାଂସଦ ମଧ୍ୟ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଛନ୍ତି । ଅନେକ ଭଲ ହୋଇ କାର୍ଯ୍ୟ ମଧ୍ୟ କରୁଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024