ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୧୩୮୫ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୯୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୫୮୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 4th November
New Positive Cases: 1385
In Quarantine: 798
Local Contacts: 587(Details of local contacts will be shared by concerned District Administration)
District Wise Cases:
1. Angul: 88
2. Balasore: 36
3. Bargarh: 55
4. Bhadrak: 31
5. Balangir: 77— I & PR Department, Odisha (@IPR_Odisha) November 5, 2020
22. Mayurbhanj: 103
23. Nawarangpur: 21
24. Nayagarh: 32
25. Nuapada: 88
26. Puri: 35
27. Rayagada: 10
28. Sambalpur: 30
29. Sonepur: 5
30. Sundargarh: 91
31. State Pool: 31New recoveries: 1520
Cumulative tested: 4787026
Positive: 297274
Recovered: 282073
Active cases: 13770— I & PR Department, Odisha (@IPR_Odisha) November 5, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୫୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରାନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୨୭୪ ହୋଇଥିବା ବେଳେ ୨୮୨୦୭୩ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୧୩୭୭୦ ଟି ସକ୍ରିୟ ମାମଲା ରହିଛି ।