ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମାଟ୍ରିକ ସ୍ଲଲାରସିପ ପରିକ୍ଷା ରେ ହେବ ନାହିଁ କୋଣସି ପରିବର୍ତ୍ତନ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏଥର ଏସିଏସଟି ଛାତ୍ରଛାତ୍ରୀ ମାନେ ପାଇବେ ସ୍କଲାରସିପ୍ । ଏ ସମ୍ପକରେ ମୁଖ୍ୟମନ୍ତ୍ରୀ ତୁରନ୍ତ ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।କରୋନା ମହାମରୀ କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ପର୍ଯ୍ୟନ୍ତ ସ୍କୁଲ ଖୋଲିବ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି ।ବାର୍ଷିକ ହାଇସ୍କୁଲ ପରୀକ୍ଷା ଫର୍ମ ଚଳିତ ମାସ ୯ ତାରିଖ ପର୍ଯ୍ୟନ୍ତ ସ୍ଥଗିତ କରାଯାଇଛି ।ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ୍ ସୂଚନା ଦେଇଛନ୍ତି ।ଅନୁସୁଚିତ ଜାତି ଓ ଜନକାତି ବିଭାଗ ଦ୍ୱାରା ପ୍ରକାଶ ପାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024