ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମାଟ୍ରିକ ସ୍ଲଲାରସିପ ପରିକ୍ଷା ରେ ହେବ ନାହିଁ କୋଣସି ପରିବର୍ତ୍ତନ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏଥର ଏସିଏସଟି ଛାତ୍ରଛାତ୍ରୀ ମାନେ ପାଇବେ ସ୍କଲାରସିପ୍ । ଏ ସମ୍ପକରେ ମୁଖ୍ୟମନ୍ତ୍ରୀ ତୁରନ୍ତ ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।କରୋନା ମହାମରୀ କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ପର୍ଯ୍ୟନ୍ତ ସ୍କୁଲ ଖୋଲିବ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି ।ବାର୍ଷିକ ହାଇସ୍କୁଲ ପରୀକ୍ଷା ଫର୍ମ ଚଳିତ ମାସ ୯ ତାରିଖ ପର୍ଯ୍ୟନ୍ତ ସ୍ଥଗିତ କରାଯାଇଛି ।ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ୍ ସୂଚନା ଦେଇଛନ୍ତି ।ଅନୁସୁଚିତ ଜାତି ଓ ଜନକାତି ବିଭାଗ ଦ୍ୱାରା ପ୍ରକାଶ ପାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024