କଟକ (ଏଟିଆର ବ୍ୟୁରୋ): ଆସନ୍ତା ଦୁଇ ଦିନ ପାଇଁ ବନ୍ଦ ରହିବ ଓଡିଶା ହାଇକୋର୍ଟ । ଆଜି ଏବଂ ଆସନ୍ତାକାଲି ବନ୍ଦ ରହିବ ହାଇକୋର୍ଟ । ଦିନକୁ ଦିନ କରୋନା ସଂକ୍ରମିତଙ୍କ ହାଇକୋର୍ଟର କିଛି ବିଭାଗରେ ବଢୁଥିବାରୁ ଆସନ୍ତା ଦୁଇ ଦିନ ପାଇଁ କୋର୍ଟକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରେଜିଷ୍ଟାର ଜେନରାଲ । ହାଇକୋର୍ଟ ସମେତ ଏହାର କାର୍ଯ୍ୟଳୟ ମଧ୍ୟ ଏହି ଦୁଇ ଦିନ ବନ୍ଦ ରହିବ ।
ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା କାରଣରୁ ହାଇକୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯିବ । ତେବେ ୨୧ ତାରିଖ ପାଇଁ ପ୍ରକାଶିତ ଜଜ୍ ଲିଷ୍ଟରେ ତାଲିକାଭୁକ୍ତ ମାମଲାଗୁଡିକ ୨୩ ତାରିଖରେ ଶୁଣାଣି ହେବ । ୨୨, ୨୩, ୨୪, ୨୫ ତାରିଖ ପାଇଁ ପ୍ରକାଶିତ ରିଜର୍ଭ ଲିଷ୍ଟର ଜାମିନ ଆବେନଗୁଡ଼ିକ ଯଥାକ୍ରମେ ୨୪, ୨୫, ୧୮ ଓ ୨୯ରେ ଶୁଣାଣି କରାଯିବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟରେ ଭିଡ଼ିଓ କନଫେରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ମାମଲା ଗୁଡ଼ିକର ଶୁଣାଣି କରାଯାଉଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024