ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଚଳିତବର୍ଷ ଜୁନ ୧୭ ରୁ ୨୪ ମଧ୍ୟରେ ହେବ ଓଜେଇ ପରୀକ୍ଷା । ଏଥିପାଇଁ ଏପ୍ରିଲ ୧୪ ରୁ ଅନଲାଇନ ଆବେଦନ ଆରମ୍ଭ ହୋଇଛି । ମେ ୧୫ ତାରିଖ ପର୍ଯ୍ୟନ୍ତ ଓଜେଇ ୱେବସାଇଟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ।
ଛାତ୍ରଛାତ୍ରୀମାନଙ୍କୁ ଜୁନ ପ୍ରଥମ ସପ୍ତାହରୁ ଆଡମିଟ କାର୍ଡ ମିଳିଯିବ । ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏଗ୍ଜାମିନେସନ-OJEE କମ୍ପ୍ୟୁଟର ବେସ୍ଡ ଟେଷ୍ଟ -CBT ମୋଡ୍ରେ ହେବ ହେବ ବୋଲି ସୂଚନା ମିଳିଛି। ବିଫାର୍ମା, ଏମବିଏମ, ଏମସିଏ ପାଇଁ ହେବ ଏଣ୍ଟ୍ରାନ୍ସ ଏଗ୍ଜାମ୍ ହେବ। ଓଜେଇଇ ୱେବସାଇଟରେ ଛାତ୍ରଛଆତ୍ରୀ ଆବେଦନ କରିପାରିବେ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024